ଆଉ ନାହାଁନ୍ତି ପୂର୍ବତନ ବିଧାୟକ, ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ । ୬୮ ବର୍ଷ ବୟସରେ ବିଜୟଶ୍ରୀଙ୍କ ଦେହାନ୍ତ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । କୋଭିଡରେ ଆକ୍ରାନ୍ତ ଥିଲେ ବିଜୟଶ୍ରୀ । ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ପୁଅ ହେଉଛନ୍ତି ବିଜୟଶ୍ରୀ । ବାସୁଦେବପୁର ନିର୍ବାଚନ ମଣ୍ଡଳୀରୁ ୬ ଥର ଜିତିଥିଲେ ବିଜୟଶ୍ରୀ । ନବୀନ ସରକାରରେ ଏକାଧିକ ବିଭାଗର ମନ୍ତ୍ରୀ ଥିଲେ ବିଜୟଶ୍ରୀ । ସ୍ୱାସ୍ଥ୍ୟ, ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ଥିଲେ ବିଜୟଶ୍ରୀ

LEAVE A REPLY

Please enter your comment!
Please enter your name here