ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଜାରି ହେଲା ଏସଓପି । ଆସନ୍ତାକାଲି ଠାରୁ ଦୁଇଦିନ ପାଇଁ ସେବାୟତଙ୍କ ପରିବାର ମହାପ୍ରଭୁଙ୍କ ଦର୍ଶନ କରିବା ପାଇଁ ଅନୁମତି ମିଳିଛି । 16 ତାରିଖରୁ 20 ତାରିଖ ପର୍ଯ୍ୟନ୍ତ ପୁରୀବାସୀ ଶ୍ରୀମନ୍ଦିର ମଧ୍ୟକୁ ଯାଇ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରିପାରିବେ । 23 ରୁ ସର୍ବସାଧାଣଙ୍କ ନିମନ୍ତେ ଶ୍ରୀମନ୍ଦିର ଖୋଲାହେବ । ତେବେ କୋଭିଡ ଗାଇଡଲାଇନ ଅନୁସାରେ ଭକ୍ତମାନେ ଶ୍ରୀଜୀଉଙ୍କ ଦର୍ଶନ କରିପାରିବେ । ସମସ୍ତ ଭକ୍ତ ସିଂହଦ୍ବାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ଏବଂ ଉତ୍ତର ଦ୍ବାର ଦେଇ ପ୍ରସ୍ଥାନ କରିବେ । ସେହିପରି ମନ୍ଦିର ପରିସରରେ ଅବଢା ସେବନକୁ ବାରଣ କରାଯାଇଛି ।

LEAVE A REPLY

Please enter your comment!
Please enter your name here