ବାହାନଗା ଟ୍ରେନ ଦୁର୍ଘଟଣାକୁ ନେଇ ସମଗ୍ର ଦେଶରେ ଶୋକର ଛାୟା ଖେଳି ଯାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁର୍ଘଟଣାକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି । ନେପାଳ ପ୍ରଧାନମନ୍ତ୍ରୀ ମଧ୍ୟ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ଏଭଳି ଭୟଙ୍କର ଓ ଦୁଃଖଦ ଘଟଣା ପାଇଁ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ଆଜି ଦିନିକିଆ ଶୋକ ପାଳନ କରିବାକୁ ଘୋଷଣା କରିଛନ୍ତି । ଆଜି କୌଣସି ସରକାରୀ ଉତ୍ସବ ପାଳନ ହେବ ନାହିଁ ।

LEAVE A REPLY

Please enter your comment!
Please enter your name here