ନୂଆବର୍ଷ ପାଇଁ ଆସିବ ନୂଆ କରୋନା ଗାଇଡଲାଇନ୍ । ଆଜି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ଘୋଷଣା କରିବେ ନୂଆ ଗାଇଡଲାଇନ୍ । ଆଗାମୀ ପର୍ବ ପର୍ବାଣୀ ପାଇଁ ଏହି ଗାଇଡଲାଇନ୍ ଆସିବ ।

LEAVE A REPLY

Please enter your comment!
Please enter your name here