ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ନିଜ ଇସ୍ତଫା ପତ୍ରକୁ ରାଜ୍ୟପାଳ ଜୟଦେବ ନାରାୟଣ ଆର୍ଯ୍ୟଙ୍କୁ ସେ ପଠାଇଛନ୍ତି । ଆଜି ସଂଧ୍ୟାରେ ନୂଆ ମୁଖ୍ୟମନ୍ତ୍ରୀ ଚୟନ କରାଯିବ । ସଂଧ୍ୟାରେ ବିଧାୟକ ଦଳ ବୈଠକରେ ନୂଆ ନେତା ଚୟନ କରାଯିବ । ମୁଖ୍ୟମନ୍ତ୍ରୀ ପଦରୁ ବିପ୍ଳବ କୁମାର ଇସ୍ତଫା ଦେବାର ପ୍ରକୃତ କାରଣ ଜଣାପଡ଼ିନଥିଲେ ମଧ୍ୟ ଆସନ୍ତା ବର୍ଷ ରାଜ୍ୟର ବିଧାନସଭା ନିର୍ବାଚନ ଥିବାରୁ ରାଜନୈତିକ ନିଷ୍ପତି ନିଆଯାଇଥିବା ଜଣାପଡ଼ିଛି।

LEAVE A REPLY

Please enter your comment!
Please enter your name here