ବାଲେଶ୍ୱର ଜିଲ୍ଲା ନୀଳଗିରି ଉପଖଣ୍ଡରେ ଓଡିଶା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି. ବିଡିଓ ରାମ ଦାସ ଟୁଡୁଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା.  ଅନ୍ୟମାନଙ୍କ ମଧ୍ୟରେ ତହସିଲଦାର ସୁଶ୍ରୀତା ଟୁଡୁ, ଆଇଆଇସି ନଳିନୀ ମୋଦି, ଏନଏସି ନିର୍ବାହୀ ଅଧିକାରୀ ଅଜୟ କୁମାର ମହାପାତ୍ର, ଏସଡିପିଓ ସୁଦାମଚରଣ ସାହୁ, ଡେପୁଟି କଲେକ୍ଟର ରାକେଶ କୁମାର ପଣ୍ଡା, ସ୍ଥାନୀୟ କଲେଜର ଶିକ୍ଷକ ଓ ଶିକ୍ଷୟତ୍ରୀ ଓ ଗଣମାଧ୍ୟମ ପ୍ରତିନିଧିମାନେ ଏହି ଆଲୋଚନାରେ ଉପସ୍ଥିତ ରହିଥିଲେ. ପରେ ପିଲାମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା.

 

LEAVE A REPLY

Please enter your comment!
Please enter your name here