ଜଷ୍ଟିସ କଲପେଶ୍ ସତ୍ୟେନ୍ଦ୍ର ଜାଭେରୀ ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି. ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ବିନୀତ ଶରଣ  ସୁପ୍ରିମକୋର୍ଟର ବିଚାରପତି ଭାବେ ପଦୋନ୍ନତି ପାଇଛନ୍ତି. ଏ ସଂକ୍ରାନ୍ତରେ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି. ଜଷ୍ଟିସ ଜାଭେରୀ ବର୍ତ୍ତମାନ ରାଜସ୍ଥାନ ହାଇକୋର୍ଟର ବରିଷ୍ଠ ବିଚାରପତି ଭାବେ କାର୍ଯ୍ୟ କରୁଛନ୍ତି.

LEAVE A REPLY

Please enter your comment!
Please enter your name here