ଓଏସଏସସି ସଦସ୍ୟଙ୍କ କୁବେର ପିଏସ ବିରଞ୍ଚି ନାରାୟଣ ସାହୁଙ୍କୁ ନିଲମ୍ବିତ କରାଯାଇଛି । ନିଲମ୍ବନ କରିଛନ୍ତି ଓଡିଶା ଷ୍ଟାଫ୍ ସିଲେକ୍ସନ କମିଶନ । ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କୁ ସୁପାରିଶ କରିଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଛନ୍ତି କୋଟିପତି ବିରଞ୍ଚି । ବିରଞ୍ଚିଙ୍କ ଠାରୁ ସାଢେ ୩ କୋଟିର ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ ।

LEAVE A REPLY

Please enter your comment!
Please enter your name here