ଜମ୍ମୁରେ ଥିବା ଏକ ବସ୍ ଷ୍ଟାଣ୍ଡରେ ଭୟାନକ ବୋମା ବିସ୍ଫୋରଣ ହୋଇଛି । ଏହା ଏକ ଗ୍ରେନେଡ୍ ଆକ୍ରମଣ ବୋଲି କୁହାଯାଉଛି । ବିସ୍ଫୋରଣରେ ୨୮ରୁ ଅଧିକ ଆହତ ହୋଇଥିବାବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଆଖପାଖରେ ଥିବା ପ୍ରାୟ ୧୦ଟି ବସ୍ କ୍ଷତିଗ୍ରସ୍ତ ହୋଇଛି । ବର୍ତମାନ ପୋଲିସ ସେଠାରେ ପହଁଚି ଯାଂଚ ଆରମ୍ଭ କରିଦେଇଛି । ଏହାସହ ଫରେନ୍ସିକ ଟିମ୍ ଘଟଣାସ୍ଥଳରେ ପହଁଚି ତଦନ୍ତ କରୁଛି

LEAVE A REPLY

Please enter your comment!
Please enter your name here