କାଲି କଟକରେ ଦିନ ୨ଟା ପରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ । ସରକାରୀ ଓ ବେସରକାରୀ ସ୍କୁଲ, କଲେଜ ସବୁ ବନ୍ଦ ରହିବ । ହକି ବିଶ୍ୱକପ ଉଦଘାଟନୀ ଉତ୍ସବ ପାଇଁ ବନ୍ଦ ରହିିବ । ଶିକ୍ଷାନୁଷ୍ଠାନ ବନ୍ଦ ନେଇ କଟକ ଜିଲ୍ଲାପାଳ ଘୋଷଣା କରିଛନ୍ତି ।

LEAVE A REPLY

Please enter your comment!
Please enter your name here