ସୋମବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ମଙ୍ଗଳବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି. ତେବେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ 5ଟି ଲୋକସଭା (ବରଗଡ, ସୁନ୍ଦରଗଡ, ବଲାଙ୍ଗିର, କନ୍ଧମାଳ ଓ ଆସ୍କା) ଏବଂ 35ଟି ବିଧାନସଭା ଆସନ ପାଇଁ ନିର୍ବାଚନ ହେବ. ଅନ୍ୟପଟେ ଆଜିଠୁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ମଧ୍ୟ ଆରମ୍ଭ ହେବ. ପ୍ରାର୍ଥୀପତ୍ର ଦାଖଲ କରିବାର ଶେଷ ତାରିଖ 26 ମାର୍ଚ୍ଚ ଥିବା ବେଳେ ମାର୍ଚ୍ଚ 29 ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିହେବ.

 

LEAVE A REPLY

Please enter your comment!
Please enter your name here