ଯାଜପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାରାଥନ ଗସ୍ତରେ ଯାଇ ଦଶରଥପୁର, ଧର୍ମଶାଳା ଓ ବିଞ୍ଝାରପୁରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଯାଜପୁର ଜିଲ୍ଲାର ଧର୍ମଶାଳା ବ୍ଲକରେ ୪୫୭ କୋଟି ଟଙ୍କାର ୨୪୫ଟି ପ୍ରକଳ୍ପର ଉଦଘାଟନ କରିବା ସହ ୨୩ କୋଟି ୭୦ ଲକ୍ଷ ଟଙ୍କାର ୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଦଶରଥପୁର ବ୍ଲକରେ ୪ କୋଟି ଟଙ୍କାର ୨ଟି ପ୍ରକଳ୍ପର ଉଦଘାଟନ କରିବା ସହ ୯୬ କୋଟି ୩୭ ଲକ୍ଷ ଟଙ୍କାର ୭ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ବିଞ୍ଝାରପୁର ବ୍ଲକରେ ୩୮ କୋଟି ଟଙ୍କାର ୫ଟି ପ୍ରକଳ୍ପର ଉଦଘାଟନ କରିବା ସହ ୩ କୋଟି ଟଙ୍କାର ୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।

LEAVE A REPLY

Please enter your comment!
Please enter your name here