ବିଶିଷ୍ଟ ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ପଣ୍ଡିତ ଶିବ କୁମାର ଶର୍ମାଙ୍କ ପରଲୋକ । ସନ୍ତୁର ବାଦକ ଭାବେ ସେ ଖ୍ୟାତି ଅର୍ଜନ କରିଥିଲେ । ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା । ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିଛନ୍ତି ।

LEAVE A REPLY

Please enter your comment!
Please enter your name here