ପିଟି ଉଷା ଭାରତୀୟ ଅଲିମ୍ପିକ୍ ଆସୋସିଏସନ ସଭାପତି ନିର୍ବାଚିତ । ସେ ପ୍ରଥମ ମହିଳା ଓ ପ୍ରଥମ ଆଥଲେଟ ଭାବେ ଆଇଓଏର ସଭାପତି ହେବାର ଗୌରବ ହାସଲ କରିଛନ୍ତି। । ୧୯୮୪ ଅଲିମ୍ପିକ୍ସର ୪୦୦ ମିଟର ହଡଲ୍ସରେ ଅଳ୍ପକେ ପଦକ ହରାଇଥିଲେ । ମାତ୍ର ୧/୧୦୦ ସେକେଣ୍ଡ ପାଇଁ ପଦକ ଜିତି ପାରିନଥିଲେ । ଏସୀୟ କ୍ରୀଡାରେ ୪ଟି ସ୍ୱର୍ଣ୍ଣ, ୭ ରୌପ୍ୟ ଜିତି ଇତିହାସ ରଚିଥିଲେ ।