ଭାଲୁ ଆକ୍ରମଣରେ ଯୁବକ ଗୁରୁତର । ବାଲେଶ୍ୱର ନୀଳଗିରିର ପଞ୍ଚଲିଙ୍ଗେଶ୍ୱର ପିଠରୁ ଘରକୁ ଫେରିବା ବେଳେ ସୁକୁରା ଦେହୁରୀ ନାମକ ଯୁବକ ଭାଲୁ ଆକ୍ରମଣର ଶିକାର ହୋଇଥିଲେ । ଯୁବକ ଜଣଙ୍କୁ ଗୁରୁତର ଅବସ୍ଥାରେ ନୀଳଗିରି ମେଡିକାଲରେ ଭର୍ତ୍ତି କରାଯାଇଛି । ତାଙ୍କର ମୁଣ୍ଡ ଓ ହାତରେ ଗଭୀର କ୍ଷତ ସୃଷ୍ଟି ହୋଇଛି । ଜୀବନ ରକ୍ଷା ପାଇଁ ଯୁବକ ଜଣକ ଭାଲୁ ସହିତ ସାହାସିକତାର ଲଢେଇ କରିବା ଯୋଗୁ ତାଙ୍କର ଜୀବନ ବଞ୍ଚିଯାଇଥିବା ଜଣାପଡିଛି ।

LEAVE A REPLY

Please enter your comment!
Please enter your name here