ମାଲକାନଗିରିରେ ଅଘଟଣ । ବୋଡୁଗୁଡମ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍ । ବିଜୟୱାଡାରୁ ଯାତ୍ରୀଙ୍କୁ ନେଇ ଭବାନୀପାଟଣାକୁ ଆସୁଥିଲା ବସ୍ । ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଆହତ ହୋଇଛନ୍ତି । ସମସ୍ତ ମୃତକ ଓଡିଶାରେ ହୋଇଥିବା ସୂଚନା ରହିଛି । ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

LEAVE A REPLY

Please enter your comment!
Please enter your name here