ରାଜ୍ୟରେ ଦିନକରେ ୫୭୨ ସଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୩୩୬ ଲୋକାଲ କେସ୍ ୨୩୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୯ ଏବଂ କଟକରୁ ୬୮ ସଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨, ୯୪ ହଜାର ୬୭କୁ ବୃଦ୍ଧି ପାଇଛି । ଆକ୍ଟିଭ୍ କେସ୍ ୩୩୬୦ ରହିଛି ।

LEAVE A REPLY

Please enter your comment!
Please enter your name here