ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା । ସାଂସଦ ଅନୁଭବ ମହାନ୍ତିଙ୍କ ଆବେଦନର ଅନ୍ତ ଘଟାଇଛନ୍ତି ହାଇକୋର୍ଟ । ପାରିବାରିକ ଅଦାଲତରେ ବିଚାର ଆରମ୍ଭ ହେଉଥିବାରୁ ମାମଲାର ଅନ୍ତ ଘଟିଛି । ଏହି ପାରିବାରିକ ବିବାଦ ମାମଲାର ତ୍ୱରିତ ଶୁଣାଣି କରିବା ପାଇଁ ନିର୍ଦ୍ଦେଶ ଦେବା ପାଇଁ ହାଇକୋର୍ଟରେ ଆବେଦନ କରିଥିଲେ ଅନୁଭବ । ଏହାର ଶୁଣାଣି କରି ହାଇକୋର୍ଟ ଅନୁଭବଙ୍କର ଆବେଦନକୁ ଅନ୍ତ ଘଟାଇଛନ୍ତି ।

LEAVE A REPLY

Please enter your comment!
Please enter your name here