ମଦୁଆ ଡ୍ରାଇଭରଙ୍କୁ ସାବାଡ ପାଇଁ ଆଜିଠୁ ବଡ ଅଭିଯାନ । ଆଜିଠାରୁ ସାରା ରାଜ୍ୟରେ ୩ ଦିନ ଧରି ଚାଲିବ ଚେକିଂ । ଏହି ସୂଚନା ଦେଇଛନ୍ତି ପରିବହନ ଏନଫୋର୍ସମେଣ୍ଟ ଅତିରିକ୍ତ କମିଶନର । ଅପରାହ୍ନ ୩ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ଚେକିଂ କଡାକଡି । ଧରାପଡିଲେ କେବଳ ଜରିମାନା ନୁହେଁ ଜେଲ୍ ପଠାଯିବ । ଏନେଇ ପ୍ରଶାସନିକ ଅଧିକାରୀଙ୍କୁ ନିର୍ଦ୍ଦେଶ ଜାରି କରାଯାଇଛି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ପରିବହନ ବିଭାଗର କଡା ଆଭିମୁଖ୍ୟ । ଏପ୍ରିଲ ପ୍ରଥମ ସପ୍ତାହକୁ ‘ଜିରୋ କାଜୁଆଲିଟି’ ସପ୍ତାହ ପାଳନ ନିଷ୍ପତ୍ତି ।

LEAVE A REPLY

Please enter your comment!
Please enter your name here