ମହଙ୍ଗା ପଡିଲା ସାମ୍ବାଦିକଙ୍କ ଗୋଡରେ ପେଡି ବାନ୍ଧିବା । ନୀଳଗିରିର ସାମ୍ବାଦିକ ଆଲୋକଙ୍କ ଗୋଡରେ ବେଡି ପକାଯିବା ଘଟଣା । ନୀଳଗିରି ଥାନା ଆଇଆଇସି ଦ୍ରୌପଦୀ ଦାସଙ୍କୁ ବଦଳି । ମାମଲାର ତଦନ୍ତ ଅଧିକାରୀ ସୁବର୍ଣ୍ଣା ବେହେରାଙ୍କୁ ମଧ୍ୟ ବଦଳି କରାଯାଇଛି । ତଦନ୍ତ ସରିବା ପର୍ଯ୍ୟନ୍ତ ଉଭୟଙ୍କୁ ଜିଲ୍ଲା ମୁଖ୍ୟାଳୟକୁ ବଦଳି । ପୂର୍ବାଞ୍ଚଳ ରେଞ୍ଜ ଇନଚାର୍ଜ ଆଇଜି ନରସିଂହ ଭୋଳ ଏହି ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here