Home Big Story ସୁପ୍ରିମକୋର୍ଟରେ ନୂଅା ବିଚାରପତିଙ୍କ ନିଯୁକ୍ତି Big StoryTrending News ସୁପ୍ରିମକୋର୍ଟରେ ନୂଅା ବିଚାରପତିଙ୍କ ନିଯୁକ୍ତି By Takshak Bureau - November 2, 2018 241 0 Facebook Twitter Google+ Pinterest WhatsApp 4ଟି ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କୁ ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତି ମିଳିଛି । ଗୁରୁବାର ରାଷ୍ଟ୍ରପତି ଭବନରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ମଧ୍ୟପ୍ରଦେଶ, ଗୁଜରାଟ, ପାଟନା ଓ ତ୍ରିପୁରା ହାଇକୋର୍ଟର ମୁଖ୍ୟ ବିଚାରପତି ଯଥାକ୍ରମେ ଜଷ୍ଟିସ ହେମନ୍ତ ଗୁପ୍ତା, ଜଷ୍ଟିସ ଆର.ସୁବାସ ରେଡ୍ଡୀ, ଜଷ୍ଟିସ ଏମଆର ଶାହ ଓ ଜଷ୍ଟିସ ଅଜୟ ରସ୍ତୋଗୀଙ୍କୁ ସୁପ୍ରିମକୋର୍ଟର ବିଚାରପତି ଭାବେ ପଦୋନ୍ନତି ମିଳିଛି । ବିଚାରପତିମାନେ ଶୁକ୍ରବାର ସୁପ୍ରିମକୋର୍ଟର ବିଚାରପତି ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି । ଅକ୍ଟୋବର 30 ତାରିଖରେ ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗେଇଙ୍କ ଅଧ୍ୟକ୍ଷତାରେ ଗଠିତ ସୁପ୍ରିମକୋର୍ଟ କଲେଜିୟମ ଏହି ବିଚାରପତିମାନଙ୍କୁ ପଦୋନ୍ନତି ଦେବା ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିସ୍ କରିଥିଲେ। RELATED ARTICLESMORE FROM AUTHOR Big Story ବୁଲଡୋଜର ଚଲେଇ ଝୁମ୍ପୁଡି ଲୁଚେଇବାକୁ ପ୍ରୟାସ Big Story ଫେବୃଆରୀରୁ ଲାଗୁ ହେବ ଆୟୁଷ୍ମାନ ଭାରତ Big Story ଆରପାରିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ LEAVE A REPLY Cancel reply Please enter your comment! Please enter your name here You have entered an incorrect email address! Please enter your email address here Save my name, email, and website in this browser for the next time I comment. - Advertisement - Latest article ଫେବୃଆରୀରୁ ଲାଗୁ ହେବ ଆୟୁଷ୍ମାନ ଭାରତ Takshak Bureau - December 30, 2024 0 ଆସନ୍ତା ଫେବୃଆରୀରୁ ଲାଗୁ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ । ନିର୍ବାଚନ ବେଳେ ଆଯୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ପ୍ରତିଶ୍ରୁତି ଦେଇଥିଲା ବିଜେପି । ଏବେ କ୍ଷମତାସୀନ ହେବାର ଛମାସ ପରେ... ପଦ୍ମ ବିଜେତାଙ୍କୁ ମିଳିବ ମାସକୁ 30 ହଜାର Takshak Bureau - November 9, 2024 0 ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି । ରାଜ୍ୟର ପଦ୍ମ ବିଜେତାଙ୍କୁ ପ୍ରତିମାସରେ 30 ହଜାର ଟଙ୍କା ଲେଖାଁଏ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଉଲ୍ଲେଖନୀୟ ଅବଦାନ ପାଇଁ କେନ୍ଦ୍ର... ଆଇନ୍ ବୃତ୍ତି ବିଶ୍ୱର ଉତ୍ତମ ପେସା : ଜଷ୍ଟିସ୍ ମିଶ୍ର Takshak Bureau - September 23, 2024 0 ଭୁବନେଶ୍ୱର, ୨୩/୦୯ : ଆଇନ୍ ବୃତ୍ତିରେ ବିଭିନ୍ନ ସୁଯୋଗ ରହିଥିବାରୁ ଏହା ଅନେକ ପ୍ରତିଭାଶାଳୀ ଛାତ୍ରଛାତ୍ରୀଙ୍କୁ ଆକର୍ଷିତ କରୁଛି ଏବଂ ଏହା ବିଶ୍ୱର ସବୁଠାରୁ ଉତ୍ତମ ପେସା ବୋଲି କହିଛନ୍ତି ଓଡ଼ିଶା ହାଇକୋର୍ଟର...