ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି । ଆଉ ୬ ମାସ କାର୍ଯ୍ୟକାଳ ବୃଦ୍ଧି ପାଇଁ କେନ୍ଦ୍ରର ଅନୁମୋଦନ ମିଳିଛି । ସେପ୍ଟେମ୍ବର ୧ରୁ ୨୦୨୩ ଫେବ୍ରୁଆରୀ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢିଛି । ରାଜ୍ୟ ସରକାର ଦେଇଥିବା ପ୍ରସ୍ତାବକୁ କେନ୍ଦ୍ରର ଅନୁମୋଦନ ମିଳିଛି । ପୂର୍ବରୁ ମଧ୍ୟ ସୁରେଶ ମହାପାତ୍ରଙ୍କର ୬ ମାସ କାର୍ଯ୍ୟକାଳ ବଢିଥିଲା । ୨୦୨୨ ଫେବ୍ରୁଆରୀରେ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ସରୁଥିଲା । ତେବେ ପ୍ରଥମ ଦଫାରେ ୬ମାସ କାର୍ଯ୍ୟକାଳ ବୃଦ୍ଧି କରାଯାଇଥିଲା । ୧୯୮୬ ବ୍ୟାଚର ଆଇଏଏସ ସୁରେଶ ମହାପାତ୍ର । ।

LEAVE A REPLY

Please enter your comment!
Please enter your name here