ବେଲଜି୍ୟମକୁ ହରାଇ ବାଜି ମାରିଛି ଜର୍ମାନୀ। ଜର୍ମାନୀ ହକି ବିଶ୍ୱକପ୍‌ ୨୦୨୩ ଚାମ୍ପିଅନ୍‌ ହୋଇଛି। ଫାଇନାଲରେ ୫-୪ ଗୋଲ୍‌ରେ ବେଲଜିୟମକୁ ପରାସ୍ତ କରି ଜର୍ମାନୀ ଚାମ୍ପିଅନ୍‌ ଆଖ୍ୟା ଅର୍ଜନ କରିଛି। କଳିଙ୍ଗ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ଉଭୟ ଦଳ ୩-୩ ଗୋଲ୍‌ରେ ସୀମିତ ରହିଥିଲେ। ଫଳରେ ଫଳାଫଳ ପାଇଁ ସୁଟଆଉଟ ସହାୟତା ନିଆଯାଇଥିଲା

LEAVE A REPLY

Please enter your comment!
Please enter your name here