ଆସନ୍ତା ମାର୍ଚ୍ଚ ୧୬ ତାରିଖରୁ ଟିକାକରଣ ଆରମ୍ଭ ହେବ । ୧୨ରୁ ୧୪ ବର୍ଷର ପିଲାଙ୍କୁ ଟିକା ଦିଆଯିବ । ବାୟୋଲୋଜିକାଲ-ଇ ପ୍ରସ୍ତୁତ କୋର୍ବେଭାକ୍ସ ଟିକା ପିଲାଙ୍କୁ ଦିଆଯିବ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମାଣ୍ଡଭୀୟ । ପୂର୍ବରୁ ୧୫ରୁ ୧୮ ବର୍ଷର ପିଲାଙ୍କୁ ଟିକା ଦିଆଯାଉଥିଲା । ୬୦ ବର୍ଷରୁ ଅଧିକ ବୟସ ଲୋକଙ୍କୁ ପ୍ରିକସନ ଡୋଜ୍ ଦିଆଯିବ ।

LEAVE A REPLY

Please enter your comment!
Please enter your name here