ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ୨୯ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ପାଣିପାଗ ବିଭାଗର ସୂଚନା । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ଲଘୁଚାପ ସମ୍ଭାବନା ନେଇ ଚେନ୍ନାଇ ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ।

LEAVE A REPLY

Please enter your comment!
Please enter your name here