ଏଣିକି ୨୦ ଜଣଙ୍କୁ ନେଇ ଘରକୁ ଘର ବୁଲି ପ୍ରଚାର କରାଯାଇପାରିବ । ରାଜନୈତିକ ସଭାକୁ ଅନୁମତି ଦେଲେ ରାଜ୍ୟ ନିର୍ବାଚନ କମିଶନର । ୩ ଶହ ଲୋକଙ୍କୁ ନେଇ ରାଜନୈତିକ ସଭା କରାଯାଇପାରିବ । ପୂର୍ବପରି ରାଲି, ପଦଯାତ୍ରା, ବାଇକ ରାଲି ଉପରେ କଟକଣା ବଳବତ୍ତର । ପଞ୍ଚାୟତ ନିର୍ବାଚନ କଟକଣା କୋହଳ ନେଇ ନିର୍ବାଚନ କମିଶନଙ୍କ ସୂଚନା ।

LEAVE A REPLY

Please enter your comment!
Please enter your name here