Home Big Story କୋଲକାତାରେ ଭୁଶୁଡିଲା ପୋଲ : ଜଣେ ମୃତ, ୬ ଆହତ Big StoryTrending NewsUncategorized କୋଲକାତାରେ ଭୁଶୁଡିଲା ପୋଲ : ଜଣେ ମୃତ, ୬ ଆହତ By Takshak Bureau - September 4, 2018 302 0 Facebook Twitter Google+ Pinterest WhatsApp ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢ଼େ ୪ଟା ବେଳେ କୋଲକାତାରେ ୪୦ ବର୍ଷ ତଳର ଏକ ଫ୍ଲାଏ ଓଭର ଭୁଷୁଡି ପଡ଼ିଥିଲା । କୋଲକାତାର ମାଝେରହାଟ ଅଞ୍ଚଳରେ ଥିବା ଫ୍ଲାଏ ଓଭର ଭୁଶୁଡି ପଡିବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 6 ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତି କରାଯାଇଛି । ବର୍ତ୍ତମାନ ସୁଦ୍ଧା ଫ୍ଲାଏ ଓଭର ତଳେ ୨୦ରୁ ଅଧିକ ଲୋକ, ବସ୍, କାର ଏବଂ ଦୁଇ ଚକିଆ ଯାନ ଫସି ରହିଛି । ଏନଡିଆରଏଫ୍ ଟିମ୍, ପୋଲିସ, ଅଗ୍ନିଶମ କର୍ମଚାରୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଫ୍ଲାଏଓଭର ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । କୋଲକାତାରେ ଏପରି ପୋଲ ଭୁଷୁଡିବାରେ ଏହା ହେଉଛି ତୃତୀୟ ଘଟଣା । ୨୦୧୬ରେ ମଧ୍ୟ କୋଲକାତାରେ ଏପରି ପୋଲ ଭୁଷୁଡି ପଡିଥିଲା । ନିର୍ମାଣଧୀନ ଏକ ପୋଲ ଭୁଷୁଡି ପଡିବା ଯୋଗୁଁ ୧୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିଲା ଏବଂ ଶହେରୁ ଅଧିକ ଲୋକ ଆହତ ହୋଇଥିଲେ । RELATED ARTICLESMORE FROM AUTHOR Big Story ବୁଲଡୋଜର ଚଲେଇ ଝୁମ୍ପୁଡି ଲୁଚେଇବାକୁ ପ୍ରୟାସ Big Story ଫେବୃଆରୀରୁ ଲାଗୁ ହେବ ଆୟୁଷ୍ମାନ ଭାରତ Big Story ଆରପାରିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ LEAVE A REPLY Cancel reply Please enter your comment! Please enter your name here You have entered an incorrect email address! Please enter your email address here Save my name, email, and website in this browser for the next time I comment. - Advertisement - Latest article ଫେବୃଆରୀରୁ ଲାଗୁ ହେବ ଆୟୁଷ୍ମାନ ଭାରତ Takshak Bureau - December 30, 2024 0 ଆସନ୍ତା ଫେବୃଆରୀରୁ ଲାଗୁ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ । ନିର୍ବାଚନ ବେଳେ ଆଯୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ପ୍ରତିଶ୍ରୁତି ଦେଇଥିଲା ବିଜେପି । ଏବେ କ୍ଷମତାସୀନ ହେବାର ଛମାସ ପରେ... ପଦ୍ମ ବିଜେତାଙ୍କୁ ମିଳିବ ମାସକୁ 30 ହଜାର Takshak Bureau - November 9, 2024 0 ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି । ରାଜ୍ୟର ପଦ୍ମ ବିଜେତାଙ୍କୁ ପ୍ରତିମାସରେ 30 ହଜାର ଟଙ୍କା ଲେଖାଁଏ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଉଲ୍ଲେଖନୀୟ ଅବଦାନ ପାଇଁ କେନ୍ଦ୍ର... ଆଇନ୍ ବୃତ୍ତି ବିଶ୍ୱର ଉତ୍ତମ ପେସା : ଜଷ୍ଟିସ୍ ମିଶ୍ର Takshak Bureau - September 23, 2024 0 ଭୁବନେଶ୍ୱର, ୨୩/୦୯ : ଆଇନ୍ ବୃତ୍ତିରେ ବିଭିନ୍ନ ସୁଯୋଗ ରହିଥିବାରୁ ଏହା ଅନେକ ପ୍ରତିଭାଶାଳୀ ଛାତ୍ରଛାତ୍ରୀଙ୍କୁ ଆକର୍ଷିତ କରୁଛି ଏବଂ ଏହା ବିଶ୍ୱର ସବୁଠାରୁ ଉତ୍ତମ ପେସା ବୋଲି କହିଛନ୍ତି ଓଡ଼ିଶା ହାଇକୋର୍ଟର...