Home Big Story କୋଲକାତାରେ ଭୁଶୁଡିଲା ପୋଲ : ଜଣେ ମୃତ, ୬ ଆହତ Big StoryTrending NewsUncategorized କୋଲକାତାରେ ଭୁଶୁଡିଲା ପୋଲ : ଜଣେ ମୃତ, ୬ ଆହତ By Takshak Bureau - September 4, 2018 345 0 Facebook Twitter Google+ Pinterest WhatsApp ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢ଼େ ୪ଟା ବେଳେ କୋଲକାତାରେ ୪୦ ବର୍ଷ ତଳର ଏକ ଫ୍ଲାଏ ଓଭର ଭୁଷୁଡି ପଡ଼ିଥିଲା । କୋଲକାତାର ମାଝେରହାଟ ଅଞ୍ଚଳରେ ଥିବା ଫ୍ଲାଏ ଓଭର ଭୁଶୁଡି ପଡିବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 6 ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତି କରାଯାଇଛି । ବର୍ତ୍ତମାନ ସୁଦ୍ଧା ଫ୍ଲାଏ ଓଭର ତଳେ ୨୦ରୁ ଅଧିକ ଲୋକ, ବସ୍, କାର ଏବଂ ଦୁଇ ଚକିଆ ଯାନ ଫସି ରହିଛି । ଏନଡିଆରଏଫ୍ ଟିମ୍, ପୋଲିସ, ଅଗ୍ନିଶମ କର୍ମଚାରୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଫ୍ଲାଏଓଭର ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । କୋଲକାତାରେ ଏପରି ପୋଲ ଭୁଷୁଡିବାରେ ଏହା ହେଉଛି ତୃତୀୟ ଘଟଣା । ୨୦୧୬ରେ ମଧ୍ୟ କୋଲକାତାରେ ଏପରି ପୋଲ ଭୁଷୁଡି ପଡିଥିଲା । ନିର୍ମାଣଧୀନ ଏକ ପୋଲ ଭୁଷୁଡି ପଡିବା ଯୋଗୁଁ ୧୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିଲା ଏବଂ ଶହେରୁ ଅଧିକ ଲୋକ ଆହତ ହୋଇଥିଲେ । RELATED ARTICLESMORE FROM AUTHOR Big Story ପାଗ ଖରାପ ଯୋଗୁ ବିଳମ୍ବ ହେଉଛି ଅନ୍ତରୀକ୍ଷ ଯାତ୍ରା National ସ୍ବାମୀଙ୍କୁ ହତ୍ୟା କରି ଆତ୍ମସମର୍ପଣ କଲା ପତ୍ନୀ Big Story ଛତିଶଗଡରୁ ଓଡିଶା ଭିତରକୁ ପଶି ଆସିଛନ୍ତି ମାଓବାଦୀ LEAVE A REPLY Cancel reply Please enter your comment! Please enter your name here You have entered an incorrect email address! Please enter your email address here Save my name, email, and website in this browser for the next time I comment. - Advertisement - Latest article ରାଜ୍ୟରେ ଆଉ 5 କରୋନା ଆକ୍ରାନ୍ତ ଚିହ୍ନଟ Takshak Bureau - May 28, 2025 0 ଭୁବନେଶ୍ବର - ରାଜ୍ୟରେ ଆଉ ପାଞ୍ଚଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ପୁଣି ଚିନ୍ତାର... ମାଲକାନଗିରିରେ ପହଲଗାମ ପ୍ରତିବାଦ Takshak Bureau - April 25, 2025 0 ଜମ୍ମୁ କାଶ୍ମୀର ପହେଲଗାମ ଆତଙ୍କବାଦୀ ହାମଲାରେ ୨୮ ଜଣ ପର୍ଯ୍ୟଟକ ପ୍ରାଣ ହରାଇଛନ୍ତି। ଅତି ନିର୍ମମ ଭାବରେ ଆତଙ୍କୀ ମାନେ ନିର୍ଦ୍ଧୋଷୀ ପର୍ଯ୍ୟଟକଙ୍କ ପ୍ରାଣ ନେଇଛନ୍ତି। ଏଭଳି ଘଟଣାକୁ ବିଭିନ୍ନ ମହଲରେ ଦୃଢ଼... ଫେବୃଆରୀରୁ ଲାଗୁ ହେବ ଆୟୁଷ୍ମାନ ଭାରତ Takshak Bureau - December 30, 2024 0 ଆସନ୍ତା ଫେବୃଆରୀରୁ ଲାଗୁ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ । ନିର୍ବାଚନ ବେଳେ ଆଯୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ପ୍ରତିଶ୍ରୁତି ଦେଇଥିଲା ବିଜେପି । ଏବେ କ୍ଷମତାସୀନ ହେବାର ଛମାସ ପରେ...