ପ୍ରତିକ୍ଷାର ଅନ୍ତ । ପ୍ରକାଶ ପାଇଛି ସିବିଏସଇ ଦଶମ ପରୀକ୍ଷା ଫଳ । cbse.nic.in ୱେବସାଇଡରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ । ୨୧ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଟର୍ମ-୨ ପରୀକ୍ଷା ସହ ଫାଇନାଲ ରେଜଲ୍ଟ ପ୍ରକାଶ ପାଇଛି ।

LEAVE A REPLY

Please enter your comment!
Please enter your name here